BREAKING NEWS

    ★👆NEWS UPDATE👆★       

TIME & INFO

ବିଶ୍ୱ ପର୍ଯ୍ୟଟନ ଦିବସ ଉପଲକ୍ଷେ "ପଶ୍ଚିମ ଓଡିଶା ବାର୍ତ୍ତା"ର ଅଗଣିତ ପାଠକ, ଶୁଭେଚ୍ଛୁ, ସମ୍ବାଦ ଦାତା, ବିଜ୍ଞାପନ ଦାତା ତଥା ହିଂତାକାଂକ୍ଷୀ ମାନଙ୍କୁ ଅନେକ ଅନେକ ଅଭିନନ୍ଦନ ସହ ଶୁଭେଚ୍ଛା 💐🙏

ପଶ୍ଚିମ ଓଡିଶା ବାର୍ତ୍ତା ବ୍ୟୁରୋ: ମୁଖ୍ୟମନ୍ତ୍ରୀ ଭାବେ ଶପଥ ନେଲେ ସିଦ୍ଦରମୈୟା । ଶପଥ ଗ୍ରହଣ ସମାରୋହରେ କଲେ ଶକ୍ତି ପ୍ରଦର୍ଶନ । ସିଦ୍ଦରମୈୟାଙ୍କ ସହ ଡିକେ ଶିବ କୁମାର ଉପମୁଖ୍ୟମନ୍ତ୍ରୀ ଭାବେ ଶପଥ ନେଇଛନ୍ତି । କ୍ୟାବିନେଟ ମନ୍ତ୍ରୀ ଓ ବିଧାୟକମାନେ ବି ଶପଥ ନେଉଛନ୍ତି । ମେ ୧୩ରେ କର୍ଣ୍ଣାଟକ ବିଧାନସଭା ନିର୍ବାଚନର ଫଳାଫଳ ପ୍ରକାଶ ପାଇଥିଲା । ଏଥିରେ କଂଗ୍ରେସ ୧୩୫, ବିଜେପି ୬୬ ଓ ଜେଡିଏମ ୧୯ ସିଟରେ ବିଜୟ ହାସଲ କରିଥିଲା ।