BREAKING NEWS

    ★👆NEWS UPDATE👆★       

TIME & INFO

ବିଶ୍ୱ ପର୍ଯ୍ୟଟନ ଦିବସ ଉପଲକ୍ଷେ "ପଶ୍ଚିମ ଓଡିଶା ବାର୍ତ୍ତା"ର ଅଗଣିତ ପାଠକ, ଶୁଭେଚ୍ଛୁ, ସମ୍ବାଦ ଦାତା, ବିଜ୍ଞାପନ ଦାତା ତଥା ହିଂତାକାଂକ୍ଷୀ ମାନଙ୍କୁ ଅନେକ ଅନେକ ଅଭିନନ୍ଦନ ସହ ଶୁଭେଚ୍ଛା 💐🙏

ପଶ୍ଚିମ ଓଡିଶା ବାର୍ତ୍ତା  ବ୍ୟୁରୋ: ପ୍ରଧାନମନ୍ତ୍ରୀ ମୋଦୀଙ୍କୁ ଭେଟିଲେ ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ । ବୈଠକ ପରେ ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକଙ୍କ ସୂଚନା । କହିଲେ, ବିଭିନ୍ନ ପ୍ରସଙ୍ଗ ଉପରେ ହେଲା ଆଲୋଚନା । ଶ୍ରୀ ଜଗନ୍ନାଥ ଇଣ୍ଟରନ୍ୟାସନାଲ ଏୟାରପୋର୍ଟ ବିଷୟରେ ଆଲୋଚନା ହେବା ସହ ଭୁବନେଶ୍ୱର ଏୟାରପୋର୍ଟ ଟ୍ରାଫିକ ସମସ୍ୟା ବିଷୟରେ ମଧ୍ୟ ଆଲୋକପାତ କରିଛନ୍ତି ।