BREAKING NEWS

    ★👆NEWS UPDATE👆★       

TIME & INFO

ବିଶ୍ୱ ପର୍ଯ୍ୟଟନ ଦିବସ ଉପଲକ୍ଷେ "ପଶ୍ଚିମ ଓଡିଶା ବାର୍ତ୍ତା"ର ଅଗଣିତ ପାଠକ, ଶୁଭେଚ୍ଛୁ, ସମ୍ବାଦ ଦାତା, ବିଜ୍ଞାପନ ଦାତା ତଥା ହିଂତାକାଂକ୍ଷୀ ମାନଙ୍କୁ ଅନେକ ଅନେକ ଅଭିନନ୍ଦନ ସହ ଶୁଭେଚ୍ଛା 💐🙏

କେନ୍ଦୁଝର, ୬/୩ ପଶ୍ଟିମ ଓଡିଶା ବାର୍ତ୍ତା (ସୀତାରାମ ଦୀକ୍ଷିତ):ଆନନ୍ଦପୁର ପୂର୍ବତନ ବ୍ଲକ ଅଧ୍ୟକ୍ଷ ରାମଚନ୍ଦ୍ର ବେହେରା ହତ୍ୟା ମାମଲା ୫ ଦୋଷୀଙ୍କୁ ଫାଶି ଦଣ୍ଡାଦେଶ ଦେଲେ ଅତିରିକ୍ତ ଜିଲ୍ଲା ଦୌରାଜଜ୍‌।
 ଦୋଷୀ ଅଜିତ ପୃଷ୍ଟି, ସଂଜୀବ ପୃଷ୍ଟି, ଅଲେଖ ପୃଷ୍ଟିଙ୍କୁ ଫାଶି ଦଣ୍ଡ, ଦୋଷୀ ଅରୁଣ ପୃଷ୍ଟି ଓ ଦୋଳ ବୋଇତେଇଙ୍କୁ ଫାଶି ଦଣ୍ଡାଦେଶ।୨୦୧୯ରେ ରାମଚନ୍ଦ୍ରଙ୍କୁ ଘର ସାମ୍ନାରେ ହତ୍ୟା କରାଯାଇଥିଲା।