BREAKING NEWS

    ★👆NEWS UPDATE👆★       

TIME & INFO

ବିଶ୍ୱ ପର୍ଯ୍ୟଟନ ଦିବସ ଉପଲକ୍ଷେ "ପଶ୍ଚିମ ଓଡିଶା ବାର୍ତ୍ତା"ର ଅଗଣିତ ପାଠକ, ଶୁଭେଚ୍ଛୁ, ସମ୍ବାଦ ଦାତା, ବିଜ୍ଞାପନ ଦାତା ତଥା ହିଂତାକାଂକ୍ଷୀ ମାନଙ୍କୁ ଅନେକ ଅନେକ ଅଭିନନ୍ଦନ ସହ ଶୁଭେଚ୍ଛା 💐🙏

ପଦ୍ମପୁର, ୯/୫ (ପଶ୍ଚିମ ଓଡିଶା ବାର୍ତ୍ତା): ପଦ୍ମପୁର କୁସୁନାପଡା ସ୍ଥିତ ବିଜୁ ଜନତା ଦଳ କାର୍ଯ୍ୟାଳୟ ଠାରେ ଏକ ମିଶ୍ରଣ ପର୍ବ ଅନୁଷ୍ଠିତ ହୋଇଯାଇଛି।ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ ଙ୍କ ବିକାଶ ଧାରାରେ ଅନୁପ୍ରାଣିତ ହୋଇ ପଦ୍ମପୁର ନିର୍ବାଚନ ମଣ୍ଡଳୀ ରାଜବୋରାସମ୍ବର ବ୍ଲକ ଅନ୍ତର୍ଗତ କନସିଂଘା ପଞ୍ଚାୟତ ରମେଡେଗା ଗାଁ ର ୫୦ ରୁ ଅଧିକ ବିଜେପି କର୍ମି ପଞ୍ଚାୟତ ସଭାପତି ତେଜରାଜ ସାହୁଙ୍କ ନେତୃତ୍ୱରେ ବିଜୁ ଜନତା ଦଳରେ ସାମିଲ ହୋଇଛନ୍ତି।ଏହି ଅବସରରେ ପଦ୍ମପୁର ବିଧାୟିକା ବର୍ଷା ସିଂ ବରିହା, ନିର୍ବାଚନ ମଣ୍ଡଳୀ ସଂଯୋଜକ ରାଜୁ ଘିବେଳା, ସୂର୍ଯ୍ୟପ୍ରସାଦ ହୋତା, ଚମ୍ପକେଶ୍ୱର ପୁରୋହିତ, ସୁଧୀର ସାହୁ ପ୍ରମୁଖ ଉପସ୍ଥିତ ରହି ନୂତନ ବିଜେଡି କାର୍ଯ୍ୟକର୍ତା ମାନଙ୍କୁ ସ୍ୱାଗତ କରିଥିଲେ ।