BREAKING NEWS

    ★👆NEWS UPDATE👆★       

TIME & INFO

ବିଶ୍ୱ ପର୍ଯ୍ୟଟନ ଦିବସ ଉପଲକ୍ଷେ "ପଶ୍ଚିମ ଓଡିଶା ବାର୍ତ୍ତା"ର ଅଗଣିତ ପାଠକ, ଶୁଭେଚ୍ଛୁ, ସମ୍ବାଦ ଦାତା, ବିଜ୍ଞାପନ ଦାତା ତଥା ହିଂତାକାଂକ୍ଷୀ ମାନଙ୍କୁ ଅନେକ ଅନେକ ଅଭିନନ୍ଦନ ସହ ଶୁଭେଚ୍ଛା 💐🙏

ଝାରବନ୍ଧ, ୧୪/୫ (ପଶ୍ଚିମ ଓଡିଶା ବାର୍ତ୍ତା): ପଦ୍ମପୁର ନିର୍ବାଚନ ମଣ୍ଡଳୀ ଝାରବନ୍ଧ ବ୍ଲକ ଅନ୍ତର୍ଗତ ଅମଠି ପଞ୍ଚାୟତର ବୈତାଳି ଗ୍ରାମ ଠାରେ କଂଗ୍ରେସ କାର୍ଯ୍ୟାଳୟ ଉଦଘାଟିତ ହୋଇଯାଇଛି l ମୁଖ୍ୟ ଅତିଥି ଭାବେ କଂଗ୍ରେସ ବିଧାୟକ ପ୍ରାର୍ଥୀ ଟଙ୍କଧର ସାହୁ ଯୋଗଦେଇ ଆନୁଷ୍ଠାନିକ ଭାବେ ଉଦଘାଟନ କରିଥିଲେ l ପରେ  ଅନୁଷ୍ଠିତ ନିର୍ବାଚନୀ ସଭା ରେ ଶ୍ରୀ ସାହୁ ହାତ ଚିହ୍ନରେ ଭୋଟ ଦେଇ ଜୟଯୁକ୍ତ କରିବା ପାଇଁ ନିବେଦନ କରିଥିଲେ l  ଆଜିର ଏହି ଉଦଘାଟନ ସମୟରେ ଯୁବନେତା ମୁଜାଫର ହୁସେନ, ବସନ୍ତ ନନ୍ଦ, ଡ଼ଃ ମାନସ ପ୍ରଧାନ, ଉପେନ୍ଦ୍ର ସାହୁ, ଗିରିସ କଲେତ, ହେମନ୍ତ ସାହୁ ପ୍ରମୁଖ ଯୋଗଦେଇ ଆଗାମୀ ନିର୍ବାଚନ ରେ ବିଧାୟକ ପ୍ରାର୍ଥୀ ଟଙ୍କଧର ସାହୁ ଙ୍କୁ ହାତ ଚିହ୍ନରେ ଭୋଟ୍ ଦେଇ ଜିତାଇବାକୁ ସଂକଳ୍ପ ନେଇଥିଲେ।