BREAKING NEWS

    ★👆NEWS UPDATE👆★       

TIME & INFO

ବିଶ୍ୱ ପର୍ଯ୍ୟଟନ ଦିବସ ଉପଲକ୍ଷେ "ପଶ୍ଚିମ ଓଡିଶା ବାର୍ତ୍ତା"ର ଅଗଣିତ ପାଠକ, ଶୁଭେଚ୍ଛୁ, ସମ୍ବାଦ ଦାତା, ବିଜ୍ଞାପନ ଦାତା ତଥା ହିଂତାକାଂକ୍ଷୀ ମାନଙ୍କୁ ଅନେକ ଅନେକ ଅଭିନନ୍ଦନ ସହ ଶୁଭେଚ୍ଛା 💐🙏

ପଦ୍ମପୁର, ୧୦/୫ (ପଶ୍ଚିମ ଓଡିଶା ବାର୍ତ୍ତା): ସ୍ଥାନୀୟ ବିଜୁ ଜନତା ଦଳ କାର୍ଯ୍ୟାଳୟ ଠାରେ ଏକ ମିଶ୍ରଣ ପର୍ବ ଅନୁଷ୍ଠିତ ହୋଇଯାଇଛି l ଯୁବନେତା ଭୋଜରାଜ ସିଂ ବରିହା ଙ୍କ ଉପସ୍ଥିତିରେ ଏହି ମିଶ୍ରଣ ପର୍ବ ରେ ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ ଙ୍କ ଆଦର୍ଶରେ ଅନୁପ୍ରାଣିତ ହୋଇ ଝାରବନ୍ଧ ବ୍ଳକ୍ ଗୁଠୁଗୁଡା ବିଜେପିର ପଞ୍ଚାୟତ ସଭାପତି ମହେନ୍ଦ୍ର ବାରିକ, ପୂର୍ବତନ ସଭାପତି ଧନୁର୍ଯ୍ୟ ସାହୁ ଙ୍କ ସହ ୩୦ ରୁ ଊର୍ଦ୍ଧ୍ଵ ବିଜେପି କର୍ମୀ ବିଜେଡି ଯୋଗ ଦେଇଥିଲେ l ଏହି କାର୍ଯ୍ୟକ୍ରମ ରେ ପଦ୍ମପୁର ବିଧାନସଭା ନିର୍ବାଚନ ମଣ୍ଡଳୀ ପର୍ଯ୍ୟବେକ୍ଷକ ବିଶ୍ଵନାଥ ନାୟକ,  କୋ ଅର୍ଡିନେଟର ରାଜୁ ଘିଭେଲା ସମସ୍ତଙ୍କୁ ଉପଢୌକନ ଦେଇ ସ୍ଵାଗତ କରିଥିଲେ l