BREAKING NEWS

    ★👆NEWS UPDATE👆★       

TIME & INFO

ବିଶ୍ୱ ପର୍ଯ୍ୟଟନ ଦିବସ ଉପଲକ୍ଷେ "ପଶ୍ଚିମ ଓଡିଶା ବାର୍ତ୍ତା"ର ଅଗଣିତ ପାଠକ, ଶୁଭେଚ୍ଛୁ, ସମ୍ବାଦ ଦାତା, ବିଜ୍ଞାପନ ଦାତା ତଥା ହିଂତାକାଂକ୍ଷୀ ମାନଙ୍କୁ ଅନେକ ଅନେକ ଅଭିନନ୍ଦନ ସହ ଶୁଭେଚ୍ଛା 💐🙏

ଭୁବନେଶ୍ୱର/ବରଗଡ, ୨୬/୬ (ପଶ୍ଚିମ ଓଡିଶା ବାର୍ତ୍ତା): ବରଗଡ ଜିଲ୍ଲା ପଦ୍ମପୁର ଖଲିଆପଲି ଗ୍ରାମପଞ୍ଚାୟତ ଦୁଆନଡିହି ଗାଁରେ ବଜ୍ରପାତ ଯୋଗୁ 3 ଜଣ ବ୍ୟକ୍ତିଙ୍କ ପ୍ରାଣ ହରାଇବା ଖବର ପାଇ ମୁଖ୍ୟମନ୍ତ୍ରୀ ଶ୍ରୀ ମୋହନ ଚରଣ ମାଝୀ ଗଭୀର ଦୁଃଖ ପ୍ରକାଶ କରିଛନ୍ତି। 

ଶୋକସନ୍ତପ୍ତ ପରିବାରବର୍ଗଙ୍କୁ ଗଭୀର ସମବେଦନା ଜଣାଇବା ସହିତ ମୃତ ବ୍ୟକ୍ତିମାନଙ୍କ ନିକଟତମ ଆତ୍ମୀୟଙ୍କ ନିମନ୍ତେ ୪ ଲକ୍ଷ ଟଙ୍କା ଲେଖାଏଁ ଅନୁକମ୍ପାମୂଳକ ସହାୟତା ଘୋଷଣା କରିଛନ୍ତି।

ଏହା ସହିତ ଗୁରୁତର ଆହତ ହୋଇଥିବା  ବ୍ୟକ୍ତିମାନଙ୍କ ପାଇଁ ସଂପୂର୍ଣ୍ଣ ମାଗଣାରେ ଉପଯୁକ୍ତ ଚିକିତ୍ସା ବ୍ୟବସ୍ଥା କରିବା ପାଇଁ ମୁଖ୍ୟମନ୍ତ୍ରୀ ଜିଲ୍ଲା ପ୍ରଶାସନକୁ ନିର୍ଦ୍ଦେଶ ଦେଇଛନ୍ତି ଓ ସେମାନଙ୍କ ଆଶୁ ଆରୋଗ୍ୟ କାମନା କରିଛନ୍ତି।